ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ…
ମେଷ – ଅଯଥା ଖର୍ଚ୍ଚ ବଢିବ, ତେଣୁ ଆୟ ଦେଖି ବ୍ୟୟ କରନ୍ତୁ, ଯାନବାହାନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ, ଅଯଥା କଳହ ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦେଖିକରି କାର୍ଯ୍ୟ କରନ୍ତୁ ।
ବୃଷ – ଦିବସଟି ବହୁ ବାଧା ବିଘ୍ନ ଦେଇ ଅତିବାହିତ ହେବେ । ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ମିଥୁନ – ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରେମ ସମ୍ବନ୍ଧିୟ ବ୍ୟାପାରରେ ସମ୍ପର୍କ ବଢିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି ଅତିବାହିତ କରିବେ ।
କର୍କଟ – ବିଭିନ୍ନ କ୍ଷେତ୍ରରୁ ସୁଖବର ମିଳିବ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ, ଧାର୍ମିକ ସ୍ଥାନ ଭ୍ରମଣ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
ସିହଂ – ଅଶୁଭ ଚନ୍ଦ୍ର ଗତିଶୀଳ ହେତୁ ଠକାମିରେ ପଡିପାରନ୍ତି ଫଳରେ ଦେହ ମନ ଭଲ ରହିବ ନାହିଁ, ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ବ୍ୟତିବ୍ୟସ୍ଥ କରିବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇବେ ।
କନ୍ୟା – ଶୁଭଚନ୍ଦ୍ର ପ୍ରଭାବରୁ ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ, କ୍ୟାରିଅରକୁ ନେଈ କୌଣସି ଶୁଭ ଖବର ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ତୁଳା – ନୂତନ ଭୂ-ସମ୍ପତି କିମ୍ବା ଜାନବାହାନ ପ୍ରାପ୍ତି ଯୋଗ ରହିବ । ନୂତନ ଯୋଜନାରେ ସଫଳ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ବିଛା – କର୍ମ ସଂସ୍ଥାନରେ ଅଧିନସ୍ଥ କର୍ମଚାରିଙ୍କର ସହଯୋଗ ସମ୍ପୁନ୍ନ ମିଳିବ । ଶତୃମାନେ ପରାହତ ହେବେ । ପୁରୁଣା ରୋଗରୁ ମୁକ୍ତି ମିଳିବ । ମହିଳାମାନେ ଅତ୍ୟନ୍ତ ସୁଖୀ ହେବେ ।
ଧନୁ – ସମୟ ସାଥ ଦେବ, ଚାକିରିଆ ମନଙ୍କର ଅଧିକ ଶୁଭ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ମକର- ଦିନଟି ବ୍ୟବସାୟିକ ଦିଗରୁ ଶୂଭାଧିକ ପରିବେଷ ରହିବ । ସାଂସାରିକ ଓ ପ୍ରେମମୟ ଜୀବନରେ ଆନନ୍ଦଭରା ପରିବେଷ ମଧ୍ୟରେ କଟିବ । ମହିଳା ଓ ଛାତ୍ରଛାତ୍ରୀମାନେ ବହୁ ପରିମାଣରେ ଉତ୍ସାହିତ ରହିବେ ।
କୁମ୍ଭ – ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳାମାନେ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।
ମୀନ – ଆଜିର ଦିନଟି ବିଳାସ ବ୍ୟସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଦୂର ଯାତ୍ରା ନିଜ ପରିବାର ସହ କରିବାର ସୁଯୋଗ ରହିବ, ତତ୍ ସହିତ କୌଣସି ଅସହାୟ କୁ ସାହାର୍ଯ୍ୟ କରିବେ । ମହିଳାମାନେ ଅତ୍ୟନ୍ତ ସୁଖୀ ହେବେ ।