୯ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଲର୍ଟ

ଭୁବନେଶ୍ୱର: ୯ଟି ଜିଲ୍ଲାକୁ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ସତର୍କ ସୂଚନା ଦିଆଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ନୟାଗଡ଼, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ଭଦ୍ରକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା, ବଜ୍ରପାତ ଓ ପବନ ନେଇ ସତର୍କ ସୂଚନା ଜାରି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ