କରୋନା ଆତଙ୍କ : ଏନ୍‌ପିଆରକୁ ସ୍ଥଗିତ ରଖିଲା ଗୃହ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଦେଶରେ କରୋନାର ବର୍ଦ୍ଧିତ ପ୍ରଭାବ କାରଣରୁ ଏନ୍‌ପିଆର ଓ ଜନଗଣନାକୁ ସ୍ଥଗିତ ରଖିଛି ଗୃହ ମନ୍ତ୍ରାଳୟ । ବୁଧବାର ଗୃହ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି । ବୁଧବାର ୩୪ ଜଣ ନୂତନ ସଂକ୍ରମିତଙ୍କ ସହିତ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୫୬୨ରେ ପହଞ୍ଚିବା ପରେ ଏନ୍‌ପିଆରକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି ଗୃହ ମନ୍ତ୍ରାଳୟ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ