କ୍ବାରେଣ୍ଟାଇନରେ ୫୦ ଭାରତୀୟ ଯବାନ

ଭୋପାଲ : ମଧ୍ୟପ୍ରଦେଶରେ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ର ୫୦ଜଣ ଯବାନଙ୍କୁ କ୍ବାରେଣ୍ଟାଇନ୍ କରାଯାଇଛି । ବିଏସଏଫ ଜଣେ ଅଧିକାରୀଙ୍କଠାରେ କରୋନା ରିପୋର୍ଟ ପଜିଟିଭ୍ ମିଳିବା ପରେ ଏହି ନିଷ୍ପତ୍ତି ନିଆଯାଇଛି ।ଟେକନପୁରରେ ରହିଥିବା ତାଲିମ କେନ୍ଦ୍ରରେ ଜଣେ ଅଧିକାରୀ ପଜିଟିଭ୍ ସାବ୍ୟସ୍ତ ହେବାରୁ ସେନା ପକ୍ଷରୁ ଏହି ନିଷ୍ପତି ନିଆଯାଇଛି । ବିଏସଏଫ ଡାକ୍ତରୀ ଦଳ ଏହି ସୈନିକମାନଙ୍କ ସ୍ୱାସ୍ଥ୍ୟବସ୍ଥ ଉପରେ ନଜର ରଖିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ