ଟ୍ରେନ ଲାଇନରେ କଟି ଯୁବକ ମୃତ୍ୟୁ

ଖୋର୍ଦ୍ଧା , (ଯୁଗାବ୍ଦ ନ୍ୟୁ୍୍ଜ୍) : ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଭୂଇଁ୍ରୟା ଷ୍ଟେସନ ନିକଟ ଟ୍ରେନ ଲାଇନରେ କଟିି ଜଣେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଯୁବକ ଜଣକ ଆତ୍ମହ୍ତ୍ୟା କରିଥିବା ଅନୁମାନ କରାଯାଉଛି । ପୋଲିସ ଘଟଣା ସ୍ତଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ