ବାଲେଶ୍ୱର ; ବାଲେଶ୍ୱର ଜିଲ୍ଳା ନିଳଗିରି ଥାନା ଅନ୍ତର୍ଗତ ରାଜସ୍ୱ ନିରିକ୍ଷକ କାର୍ଯ୍ୟାଳୟ ସମ୍ମୁଖରେ ଅବସ୍ଥିତ ଥିବା ଗୋଟିଏ ପୋଖରୀ କଡରୁ ଜଣେ ଅଚିହ୍ନା ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି୍ଥିବା ବେଳେ ଯୁବକ ଜଣକ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି ।