ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟ ଜାରୀ :ପୋଲିସ ଗୁଳିରେ ୧ ଆତଙ୍କୀ ନିହତ

ଜାମ୍ମୁ- କାଶ୍ମୀର ବାରମୁଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରୀ ରହିଛି । ମିଳିଥିବା ଖବର ଅନୁଯାୟୀ ପୋଲିସ ଗୁଳିରେ ଜଣେ ଆତଙ୍କୀ ନିହତ ହୋଇଥିବା ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ