ଜୁଲାଇ ୧ରୁ ୧୫ ମଧ୍ୟରେ ସିବିଏସ୍‌ଇ ପରୀକ୍ଷା

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ସିବିଏସ୍‌ଇ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । କେନ୍ଦ୍ର ମାନବ ସମ୍ବଳ ବିଭାଗ ପକ୍ଷରୁ ଆଜି ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ଆସନ୍ତା ଜୁଲାଇ ୧ ତାରିଖରୁ ୧୫ ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ସିବିଏସ୍‌ଇ ପକ୍ଷରୁ ପରୀକ୍ଷା ସୂଚୀ ବାହାରି ନଥିଲେ ମଧ୍ୟ ଏହି ତାରିଖ ମଧ୍ୟରେ ପରୀକ୍ଷା କରାଯିବ ବୋଲି ଜଣାପଡିଛି । ଏହା ସହିତ ବିଭାଗୀୟ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ