ଭାଲୁ ଆକ୍ରମଣରେ ଚାଷୀ ଗୁରୁତର

କଳାହାଣ୍ଡି ,(ଯୁଗାବ୍ଦ ନ୍ୟୁଜ୍) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ଗ୍ରାମର ଜଣେ ଚାଷୀ ଭୋର ସକାଳୁ ଚାଷ ଜମିକୁ ଯାଇଥିବା ସମୟରେ ଭାଲୁ ଆକ୍ରମଣରେ ଗୁରୁତର ଆହାତ ହୋଇଛନ୍ତି । ଗୁରୁତର ଆହାତ ଚାଷୀଙ୍କ ପରିଚୟ ଧର୍ମୁଧଙ୍ଗଦା ମାଝୀ । ତାଙ୍କୁ ଗୁରୁତର ଅବସ୍ଥାରେ କୋକସରା ଗୋଷ୍ଠି ସ୍ୱାସ୍ଥ କେନ୍ଦ୍ରରେ ଭର୍ତ୍ତିକରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ