ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ସ୍ନାନଯାତ୍ରା ସୁରୁଖୁରୁରେ ହୋଇଥିବାରୁ

ଭୁବନେଶ୍ୱର, : କୋଭିଡ୍‌-୧୯ ଅସାଧାରଣ ପରିସ୍ଥିତିରେ ମଧ୍ୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ସୁରୁଖୁରୁରେ ସଂପନ୍ନ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସେବାୟତ, ସହଯୋଗୀ ଏବଂ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ