ଜୁଆ ଆଡ୍ଡା ଉପରେ ଚଢ଼ାଉ, ୮ ଗିରଫ

ଭଞ୍ଜନଗର,(ସନ୍ତୋଷ କୁମାର ଜେନା) : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଥାନା ଅନ୍ତର୍ଗତ ଭେଜିପୁଟର ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୮ ଜଣ ଜୁଆ ଖେଳାଳିଙ୍କୁ ଭଞ୍ଜନଗର ଥାନା ପୋଲିସ ଗିରଫ କରିବା ସହିତ ସେମାନଙ୍କ ଠାରୁ ନଗଦ ୧୮୯୪୦ ଟଙ୍କା ଜବତ କରିଥିବା ଭଞ୍ଜନଗର ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ