ଆଇଏଏସ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । କେନ୍ଦ୍ର ବିନିବେଶ ବିଭାଗ ସଚିବ ଶ୍ରୀ ପାଣ୍ଡେଙ୍କୁ କରୋନା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଶ୍ରୀ ପାଣ୍ଡେ ୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ । ସେ ପୂର୍ବରୁ ରାଜ୍ୟ ଅର୍ଥ ସଚିବ ଓ ଆବାସିକ କମିଶନର ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ