ଗୁଜୁରାଟର ରାଜକୋଟରେ ଭୂମିକମ୍ପର ଝଟକା

ନୂଆଦିଲ୍ଲୀ: ଥରିଲା ଗୁଜୁରାଟର ରାଜକୋଟ। ରବିବାର ସନ୍ଧ୍ୟା ୮.୧୩ ମିନିଟରେ ଗୁଜରାଟର ରାଜକୋଟରେ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ୫.୮ ରହିଥିବା କହିଛି ନ୍ୟାସ୍‌ନ୍ୟାଲ୍ ସେଣ୍ଟର ଫର୍‌ ସେସ୍ମୋଲୋଜୀ (ଏନ୍‌ସିଏସ୍‌)ର ପ୍ରାଥମିକ ରିପୋର୍ଟ । ଗୁଜରାଟର କଚ୍ଛ ଜିଲ୍ଲାରୁ ୧୦ କିମି ଓ ରାଜକୋଟ ଠାରୁ ପ୍ରାୟ ୧୨୦ କିମି ଏହା କେନ୍ଦ୍ରୀଭୂତ ହୋଇଛି । ଏହା ରାଜକୋଟର ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୧୨୨ କିମି ଦୂରରେ କେନ୍ଦ୍ରିଭୂତ ହୋଇଛି ବୋଲି ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ