ଆଜି ସନ୍ଧ୍ୟାରେ କ୍ୟାବିନେଟ୍

ଭୁବନେଶ୍ୱର: ଗୁରୁବାର ସନ୍ଧ୍ୟା ୭.୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ । ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର ଉପସ୍ଥିତ ରହିବେ । ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଉପସ୍ଥିତ ରହିବେ । ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ