ଆନ୍ଧ୍ରର ନିବନିଯୁକ୍ତ ରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) – ଓଡିଶା ବିଜେପିର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେଇଥିବା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଶନିବାର ତାଙ୍କ ବାସଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶ୍ୱଭୂଷଣ ବାବୁ ସବୁବେଳେ ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ଓ ସ୍ୱାଭିମାନର ପ୍ରତୀକ ଭାବରେ ସାଲିସବିହୀନ ସଂଗ୍ରାମ କରିଛନ୍ତି ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ