ରାଜ୍ୟ ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ ନିଯୁକ୍ତିପତ୍ର 26/07/201926/07/2019 admin 0 Comments ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ ନିଯୁକ୍ତିପତ୍ର (ଯୁଗାବ୍ଦ ନ୍ୟୁଜ )ସହକ।।ରୀ ଉପବିଭାଗ ଅଧିକାରୀ ପ୍ରବେଶିକା ପରୀକ୍ଷା ରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ଙ୍କୁ ରବିନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ଉତ୍ସବରେ ୫୦୦ଜଣ ଙ୍କୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । Spread the love