ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

୦୭.୦୮.୧୯

ମେଷ –ଶୁଭଚନ୍ଦ୍ର ଚଳନ ଫଳରେ ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ, ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ ।

ବୃଷ – ଅଶୁଭଚନ୍ଦ୍ର ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ, ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇ. ବ୍ୟବସାୟରେ ଲାଭ କମ ହେବ ।

ମିଥୁନ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତ. ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ ।

କର୍କଟ – ଅଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି, ସମସ୍ତ ଶୁଭ କର୍ମ ବର୍ଜନ, ଅଯଥା ଖର୍ଚ୍ଚ ବଢିବ, ତେଣୁ ଆୟ ଦେଖି ବ୍ୟୟ ମଧ୍ୟ ଦେଖିଚାହିଁ କରନ୍ତୁ ।

ସିହଂ – ଶୁଭ ଚନ୍ଦ୍ର ପ୍ରଭାବରେ ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ଗୁହନିର୍ମାଣ ଶ୍ରମିକ ମାନଙ୍କ ପାଇଁ ଶୁଭ ଖବର ମିଳିବ ।

କନ୍ୟା- ଶୁଭଚନ୍ଦ୍ର ଚଳନ ଫଳରେ ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ, ନୂତନ ଯୋଜନାରେ ସଫଳ ହେବେ । ଘାତବାର ଶୁଭର୍କମ ବର୍ଜନ ।

ତୁଳା- ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳି. କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ ।

ବିଛା – ଅଶୁଭଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ଆୟଠାରୁ ବ୍ୟୟାଧିକ ହେତୁ ରକ୍ତଚାପ ବଢିବ, ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହେବ, ପରିବେଶରେ ନିଜକୁ ସ୍ଥିର କରିପାରିବେ ନାହିଁ ।

ଧନୁ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ, ନୁତନ ଯାନ କ୍ରୟ କରିବେ ।

ମକର – ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ ।

କୁମ୍ଭ- ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବ୍ୟବସାୟିକ ଦିଗରୁ ଉତମ ରହିବ, ଆର୍ଥିକ ଦିଗଟି ସ୍ୱଛଳ ରହିବ, ରାଜନୈତିକ ବ୍ୟକ୍ତିବିଶେଷ ସମାଜରେ ନିଜର ପତିଆରା ଜାହିରି କରିବାରେ ସକ୍ଷମ ହେବେ । ସାଂସାରିକ ଜୀବନ ସୁଖରେ କଟିବ । ଘାତବାର ଶୁଭର୍କମ ବର୍ଜନ ।

ମୀନ – ଶୁଭଚନ୍ଦ୍ର ଚଳନ ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ ।

– ଗର୍ଗ ଜ୍ୟୋତିଷ –
ର୍ ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ(ଏମ୍ କମ୍,ଏମ.ବି.ଏ)
ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ୯୪୩୮୩୮୯୦୩୯,,www.gargajyotish.com

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ