ଅଯୋଦ୍ଧାନଗର ଗ୍ରାମରୁ ଚୋରୀ ଅଭିଯୋଗ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ଅଯୋଦ୍ଧାନଗର ଗ୍ରାମର ନିରଞ୍ଜନ ନାୟକଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଗ୍ରୀଲତାଡି ଚୋରି ହୋଇଥିବା ଟାଉନ ଥାନାରେ ଅଭିଯୋଗ ହୋଇଛି । ଘରମାଲିକ ଶୋଇଥିବା ବେଳେ ଚୋର ପଶି ନଗଦ ୬୦ହଜାର ଟଙ୍କା ସମେତ ସୁନା ଅଳଙ୍କାର ପ୍ରଭୃତି ଚୋରୀ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି । ଥାନାରେ ଏନେଇ ଏକ ଚୋରୀ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ