ଛତ୍ରପୁର, (ଓ୍ବାଇଏନ୍ଏସ୍):ଛତ୍ରପୁର କଂଗ୍ରେସ କାର୍ଯ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ନେତା ଭାଗିରଥୀ ବେହରୋଙ୍କ ସମେତ କଂଗ୍ରେସ କମିଟିର ବହୁ ବ୍ୟକ୍ତି ବିଶେଷ ମାନେ ଯୋଗଦେଇ ଏହି ଦିବସ ଉପରେ ଆଲୋକପାତ କରିଥିଲେ।