ଖୋର୍ଦ୍ଧା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ 17/08/2020 YWPSENU8 0 Comments ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଭୁବନେଶ୍ୱର,(ଓ୍ବାଇଏନ୍ଏସ୍) : ସୋମବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।ସେ ଗତ ୭ ଦିନ ଧରି ଯାହା ସହ ମିଶିଛନ୍ତି ସମସ୍ତେ କୋରନା ଟେଷ୍ଟ କରାଇବା ସହ ସଂଘରୋଧ ରେ ରହିବା ପାଇଁ ଅନୁରୋଧ କରିଛନ୍ତି | Spread the love