କେନ୍ଦ୍ରାପଡ଼ା ଡେରାବିଶି ବ୍ଲକ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ 18/08/2020 YWPSENU3 0 Comments ଡେରାବିଶି ବ୍ଲକ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଡେରାବିଶି ବ୍ଲକ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବ୍ଲକ ଅଧ୍ୟକ୍ଷ ସରୋଜ କୁମାର ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଡିଓଙ୍କ ସମେତ ବ୍ଲକର କର୍ମଚାରୀମାନେ ଉପସ୍ଥିତ ଥିଲେ । Spread the love