ପୁରୁଣା ବସଷ୍ଟାଣ୍ଡ ଟାଉନଫାଣ୍ଡିରେ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ସହର ଅନ୍ତର୍ଗତ ପୁରୁଣା ବସଷ୍ଟାଣ୍ଡ ଟାଉନ ଫାଣ୍ଡିରେ ୭୪ତମ ସ୍ୱାଧୀନତା ଦିବସ କୋଭିଡ-୧୯ ନିୟମ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଫାଣ୍ଡି ଅଧିକାରୀ ନରେନ୍ଦ୍ର କୁମାର ସୋରେନ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଟାଉନ ଥାନା ସବଇନିସପକ୍ଟେର ଅନ୍ତର୍ଯ୍ୟାମୀ ବିଶ୍ୱାଳ ଓ ଫାଣ୍ଡିିର ସମସ୍ତ ଷ୍ଟଫମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ