ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ଜିଲ୍ଲା ବିଜେପି ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ କୋଭିଡ-୧୯ ନିୟମ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଦୁହୁରିଆସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୁବମୋର୍ଚ୍ଚାର ଦିଲ୍ଲିପ ଦାଶ,ନେହେରୁ ସାହୁ ପ୍ରମୁଖ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ