ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ମୃତିରେ ଶୋକସଭା

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆଜି ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ପ୍ରଣବ ମୁଖାର୍ଜୀ ଙ୍କ ଶୋକସଭା ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ସଂଜୟ ଅଧିକାରୀ, ଇଶ୍ଵର ମାଝୀ, ବାବୁଲି ସାହୁ, ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା, ପ୍ରମୁଖ ଉପସ୍ଥିତ ରହି ଫୋଟ ଚିତ୍ରକୁ ପୁଷ୍ପ ମାଳ ଦେଇ ଦୂଇ ମିନଟ ଶୋକସଭା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ