ପଟିଆଲା ହାଉସ କୋର୍ଟରୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟରେ ବର୍ଷା

ଭୁବନେଶ୍ୱର,(ୱାଇଏନ୍ଏସ୍): ଓଲିଉଡ଼ର ଷ୍ଟାର ଦମ୍ପତି ବର୍ଷା-ଅନୁଭବଙ୍କ ବୈବାହିକ ଜୀବନରେ ସୃଷ୍ଟି ହୋଇଥିବା ବିବାଦ ଏବେ କୋର୍ଟଙ୍କ ବିଚାରଧୀନ ରହିଛି । ପତ୍ନୀଙ୍କୁ ଛାଡ଼ପତ୍ର ଦେବା ପାଇଁ ସାଂସଦ ଅନୁଭବ ମହାନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଛାଡ଼ପତ୍ର ପିଟିସନ ଦାଖଲ କରିଛନ୍ତି । ତେବେ ଏହାକୁ କଟକ ସ୍ଥାନାନ୍ତର ପାଇଁ ଆବେଦନ କରି ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ପୂର୍ବରୁ ବର୍ଷା ସୁପ୍ରିମ କୋର୍ଟ ଯିବେ ବୋଲି ତାଙ୍କ ଓକିଲ ସୂଚନା ଦେଇଥିଲେ।​‌ ତେଣୁ ମାମଲା କଟକ ସ୍ଥାନାନ୍ତର ଲାଗି ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ