ଶିକ୍ଷୟତ୍ରୀ ନୟନା ମଲ୍ଲିକଙ୍କ ପରଲୋକ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସହରର ସାନ୍ତସାହିସ୍ଥିତ ବୁଢିବିଳାଶୁଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟୁର ଶିକ୍ଷୟତ୍ରୀ ନୟନା ମଲ୍ଲିକଙ୍କ ୫୮ବର୍ଷ ବୟସରେ ଗତ ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ସେ ଜଣେ ଛାତ୍ରବତ୍ସଳ,ମିଷ୍ଟଭାଷି ଓ ପରୋପକାରୀ ମହିଳା ଥିଲେ । ତାଙ୍କ ବିୟୋଗରେ ଶିକ୍ଷକ/ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗଭୀର ଶୋକର ଛାୟା ଖେଳିଯାଇଛି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯାଇଛି ।


