ସ୍ୱର୍ଗୀୟ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳନ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ପାରଳାଖେମୁଣ୍ଡି ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳନ କରାଯାଇଅଛି । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ଦଳର ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସମ୍ପାଦନା କରିଥିଲେ | ଏହି କାର୍ଯ୍ୟକ୍ରମରେ ବଳିଷ୍ଠ ନେତା ଗୋବିନ୍ଦ ପାଢି, ବିଷ୍ଣୁ ପାଢି, କୁନା ମାଝୀ,ଗୈତମ ପଣ୍ଡା,ରାଜା ପାତ୍ର, ବାବୁଲି ସାହୁ, ସୂର୍ଯ୍ୟ ନାରାୟଣ ପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ ଏବଂ ଏହି କାର୍ଯ୍ୟକ୍ରମକୁ ନଗର କଂଗ୍ରେସ ସଭାପତି ବସନ୍ତ କୁମାର ପଣ୍ଡାଙ୍କ ଦ୍ଵାରା ପରିଚାଳିତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ