ଗଛରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ଭଞ୍ଜନଗର ,(ଯୁଗାବ୍ଦ ନ୍ୟୁଜ୍‌): ଗଂଜାମ ଜିଲ୍ଲା ସୋରଡା ଥାନା ପଂକାଳ ନିକଟ ୍‌ଜାଜୁ ଜଙ୍ଗଲ ଗଛ ରେ ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । ମୃତକ ଜଣକ ପରିଚୟ ଜୟନ୍ତ ଗୈାଡ ହୋଇଥିବା ବେଳେ ପାରିବାରିକ କଳହକୁ କେନ୍ଦ୍ରକରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ଖବର ପାଇ ଘଟଣା ସ୍ଥଳରେ ଅତିରିକ୍ତ ତହସିଲଦାର ,ଥାନା ଅଧିକାରୀ ପ୍ରଭାତ ସାହୁ ପହଞ୍ଚି ତଦନ୍ତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ହସପିଟାଲକୁ ପଠାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ