ଅଜଣାବ୍ୟକ୍ତିଙ୍କ ଶବ ଗଛରେ ଝୁଲୁଛି

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ନିକିରାଇ ଥାନା ଅନ୍ତର୍ଗତ କୋରୋ ଗ୍ରାମପଂଚାୟତର ଗଇଦୁଆସ୍ଥିତ ବିଶିବିଲ ପାଟରେ ଜଣେ ଅଜଣା ବ୍ୟକ୍ତିଙ୍କ ଶବ ଏକ ଗଛ ଡାଳରେ ଝୁଲୁଥିବାର ଦେଖିବାକୁ ମିଳିଛି । ଖବର ପାଇ ନିକିରାଇ ଥାନା ପୋଲିସ ଶବ ଜବତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଶବ ବ୍ୟବଛେଦ ପାଇଁ ପଠାଇ ତଦନ୍ତ କରୁଥିବା ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ