ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ପାଳିତ

ଛତ୍ରପୁର,(ଦେବଦ‌ତ୍ତ ମହାରଣା): ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉତ୍କଳ ଦିବସ କୋଭିଡ୍ ପ୍ରକାରେ ପାଳିତ ହୋଇଯାଇଛି । ଏଥିରେ ସମ୍ପାଦକ ପଦ୍ମଚରଣ ସାହୁ ଯୋଗ ଦେଇଥିବା ବେଳେ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଆଚାର୍ଯ୍ୟ ବିନେଦ କୁମାର ମିଶ୍ର ଉତ୍କଳ ଦିବସ ପାଳନର ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିବା ବେଳେ ଶେଷରେ ନିହାର ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ