କେନ୍ଦ୍ରାପଡା ଜିଲ୍ଲାରେ ଆଜି ୨୮କରୋନା ପଜିଟିଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର ୨୮ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ, ଗରଦପୁର ବ୍ଲକରେ ୩ଜଣ, କେନ୍ଦ୍ରାପଡା ବ୍ଲକରେ ୮ଜଣ, ମହାକାଳପଡା ବ୍ଲକରେ ୫ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ୫ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ