କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୫କରୋନା ପଜିଟିଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୧୫ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୩ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୪ଜଣ, ମହାକାଳପଡା ବ୍ଲକରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ୩ଜଣ, ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ