ପଶ୍ଚିମ ଓଡିଶା ବିଦ୍ୟୁତ କର୍ମଚାରୀ ଓ ଇଞ୍ଜିନିୟରଙ୍କ ମିଳିତ ବୈଠକ

କଳାହାଣ୍ଡି, (ରଜନୀକାନ୍ତ ମିଶ୍ର): ଭବାନୀପାଟଣା ସ୍ଥିତ ଏସ୍‍ଏନ୍‍ କନ୍ଫରେନ୍ସ ହଲ ଠାରେ ପଶ୍ଚିମ ଓଡିଶା ବିଦ୍ୟୁତ କର୍ମଚାରୀ ଓ ଇଞ୍ଜିନିର ମିଳିତ ମଞ୍ଚର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଟାଟା କମ୍ପାନୀ ପଶ୍ଚିମ ଓଡ଼ିଶାରେ ବିଦ୍ୟୁତ ବଣ୍ଟନ ଦାଇତ୍ୱ ନେବାପରେ ବିଦ୍ୟୁତ କର୍ମଚାରୀ ଓ ଇଞ୍ଜିନିଅର ମାନଙ୍କ ସମସ୍ୟା ଉପରେ ଗୁରୁତ୍ୱ ଦେଉଁଥିବାରୁ ବୈଠକରେ ଉଦ୍‍ବେଗ ପ୍ରକାଶ ପାଇଥିଲା । ପଶ୍ଚିମ ଓଡିଶା ବିଦ୍ୟୁତ କର୍ମଚାରୀ ମାନେ ଏହି ବୈଠକରେ ସାମିଲ ହୋଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ