କେନ୍ଦ୍ରାପଡା ଜିଲ୍ଲାରେ ଆଜି ୪କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର ୪ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ କେନ୍ଦ୍ରାପଡା ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମାର୍ଶାଘାଇ ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।


