କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ କେନ୍ଦ୍ରାପଡା ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମହାକାଳପଡା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।