ବନ୍ତ କଲେଜର ନୂତନ ପାଠାଗାର ଉଦ୍‌ଘାଟିତ

ବନ୍ତ, (ଚାନ୍ଦିନୀ ମହାନ୍ତି) : ବନ୍ତ ଆଞ୍ଚଳିକ ମହାବିଦ୍ୟାଳୟର ନବନିର୍ମିତ ଫକୀର ମୋହନ ପାଠାଗାର ଓ ମଧୁସୂଦନ ପାଠଶାଳା ଗୃହ ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରାଧ୍ୟାପକ ରମେଶ ଚନ୍ଦ୍ର ସାମଲଙ୍କ ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରଫୁଲ୍ଲ ସାମଲ, ଉପଜିଲାପାଳ ମନୋଜ କୁମାର ପାତ୍ର ଅତିଥି ଭାବେ ଯୋଗ ଦେଇ ନୂତନ ଗୃହକୁ ଉଦ୍‌ଘାଟନ କରିଥିଲେ । ଏଥିରେ ସମସ୍ତ ପ୍ରାଧ୍ୟାପକ, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରୀଛାତ୍ର ମାନେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ