ବରିଷ୍ଠ କଂଗ୍ରେସ କର୍ମୀଙ୍କ ବିଜେଡିରେ ଯୋଗଦାନ

ହାଟଡିହି, (ବିକାଶ ବିଶ୍ୱାଳ ) :ହାଟଡିହି ବ୍ଲକ ଡଅଁର ପଞ୍ଚାୟତର ବରିଷ୍ଠ କଂଗ୍ରେସ କର୍ମୀ ସରଳା ଗ୍ରାମର ବିଷ୍ଣୁ ନାରାୟଣ ସା କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି । ନବୀନ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଭାଗିରଥି ସେଠୀଙ୍କ ନେତୃତ୍ୱକୁ ସମର୍ଥନ ଜଣାଇ ଡଅଁର ପଞ୍ଚାୟତର ବିଜେଡି ନେତା ରଞ୍ଜନ ପହୀ, ହିମାଶୁଂ ଦେଓଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ବିଧାୟକ ଭାଗିରଥି ସେଠୀ ତାଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ