ଜିଲ୍ଲା କଂଗ୍ରେସ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ପକ୍ଷରୁ କଜଳାସ୍ଥିତ କଂଗ୍ରେସ ଭବନରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ତଥା ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ଫକିର ଚରଣ ଖଟୁଆ, ସୈାମେନ୍ଦ୍ର କୁମାର ପୃଷ୍ଟି, ଶରତ ବେହୁରା, ମୁକ୍ତାର ଖାଁ, ସନ୍ଧ୍ୟାରାଣୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ