ରେସୱା ସ୍ୱଧାର ଗୃହ ଅନ୍ତେବାସୀଙ୍କୁ ଶୀତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଧନୁର୍ଜ୍ଜୟ ବିଶ୍ୱାଳ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶନିବାର କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମନକରପୁରସ୍ଥିତ ରେସୱା ସ୍ୱାଧାର ଗୃହର ଅନ୍ତେବାସୀମାନଙ୍କୁ ଶୀତବସ୍ତ୍ର କମ୍ବଳ ବଣ୍ଟନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଇଂ ଭଗବାନ ବିଶ୍ୱାଳ ସ୍ୱାଧାରଗୃହର ଅନ୍ତେବାସୀମାନଙ୍କୁ କମ୍ବଳ ବଣ୍ଟନ କରିବା ସହ ଅନ୍ତେବାସୀ ପିଲାମାନଙ୍କୁ ବିସ୍କୁଟ ଓ ଚକଲେଟ ମଧ୍ୟ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ରେସୱା ସ୍ୱାଧାର ଗୃହର ଅଧିକ୍ଷିକା ମିନତୀ ମହାରଣା, ରେନୁଜା ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ