ଯାନବାହାନ ଯାଞ୍ଚ କାର୍ଯ୍ୟକ୍ରମ, ୬୨ ହଜାର ଟଙ୍କାରୁ ଉର୍ଦ୍ଧ ଜରିମାନା ଆଦାୟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଯାନବାହାନ ଯାଞ୍ଚ କାର୍ଯ୍ୟକ୍ରମ କରାଯାଉଛି । ଏହି ପରିପ୍ରେକ୍ଷୀରେ ସହରର ରାମସାଗର ଅଞ୍ଚଳରେ ଯାନବାହାନ ଯାଞ୍ଚ କାର୍ଯ୍ୟକ୍ରମ ଜାରି ରହିଥିବାର ଦେଖିବାକୁ ମିଳିଥିଲା । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ, ଗାଡି ଗୁଡିକର ଦସ୍ତାବିଜ ଯାଞ୍ଚ ବେଳେ ମୋଟ ୧୨ଗୋଟି ବିଭିନ୍ନ ଗାଡିରୁ ୬୨ ହଜାର ୭୨୦ଟଙ୍କା ଜରିମାନା ବାବଦରେ ଆଦାୟ କରାଯାଇଛି । ଏପରି ଯାଞ୍ଚ କାର୍ଯ୍ୟକ୍ରମ ।ଗକୁ ମଧ୍ୟ ଜାରି ରହିବ ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ