ରାତିଅଧିଆ ଭିଜିଲାନ୍ସ ରେଡ

କଳାହାଣ୍ଡି, (ଯୁଗାବ୍ଦ ନ୍ୟୁଜ):କଳାହାଣ୍ଡି ଭବାନୀପାଟଣା ରାତିଅଧିଆ ଭିଜିଲାନ୍ସ ରେଡ ସଗଡା଼ ବନବିଭାଗ ର ଫରେଷ୍ଟର ଯୋଗେନ୍ଦ୍ର ମାଝୀ ୨ ଲକ୍ଷ ନେଇ ନିଜ ଗାଁ କୁ ଗଲାବେଳେ ଭବାନୀପାଟଣା ଇରିଗେଶନ ଛକ ଠାରେ କଳାହାଣ୍ଡି ମାଲନକାନଗିରି ଓ କୋରାପୁଟ ଭିଜିଲାନ୍ସ ଟିମ ଖବର ପାଇ ଏକାକାଳୀନ ଚଢ଼ାଉ କରିଥିଲେ ଫଳରେ ଫରେଷ୍ଟର ମାଝୀଙ୍କ ଠାରୁ ୨ଲକ୍ଷ ଜବତ କରି ଭବାନୀପାଟଣା ଭିଜିଲାନ୍ସ ଅଫିସ କୁ ଆଣି ପଚରା ଉଚରା ଜାରି| ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ବିଭିନ୍ନ ଅଭିଯୋଗ ଥିବା ସୂଚନା ମିଳିଛି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ