ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
ମୋହନା, (ଅଂଶୁମାନ ପଣ୍ଡା):ଗଜପତି ଜିଲ୍ଲା ମୋହନା ସ୍ଥାନୀୟ ଏମ.ମି ସ୍କୁଲ ପଡିଆରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ ରଞ୍ଜୀବ ଶବର ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ଦେବଦାସ ତାମରାପୁ, ମୋହନା ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର ମଲ୍ଲିକ ଓ ଚନ୍ଦ୍ରଗିରି ଜିଲ୍ଲା ପରିଷଦ ସଭ୍ୟ ସୁନିଲ ବିଷୋୟୀ ପ୍ରମୁଖ ଯୋଗ ଦେଇଥିଲେ । ଏଥିରେ ୨୨ ଗୋଟି କ୍ଳଷ୍ଟର ବିଭିନ୍ନ ବିଦ୍ୟାଳୟରୁ ଛାତ୍ର ଛାତ୍ରୀମାନେ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରି ମାନଙ୍କୁ ଅତିଥିମାନେ ମାନପତ୍ର ସହ ପୁରସ୍କୃତ କରିଥିଲେ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷଠିତ ହୋଇଥିଲା ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ବିଶେଷ ଆକର୍ଷଣ ରହିଥିଲା ଶ୍ୱଚ୍ଚ ଭାରତ ଅଭିଯାନ, ବାଲିୟ ବିବାହ ଋକିବା ପାଠ ପଢିବା କାର୍ଯ୍ୟକ୍ରମ ଏହା ପରେ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଉଥିଲା। ଏହି କାର୍ଯ୍ୟକ୍ରମ କୁ ସମସ୍ତ ସି ଆର୍ ଶି, ଓ ବ୍ଲକ ଶିକ୍ଷ୍ୟା ଅଧିକାରୀ କାର୍ଯ୍ୟଳୟ ର କର୍ମଚାରୀ ଶିକ୍ଷକ ଶିକ୍ଷୟିତ୍ରୀ ସୋହାଜଗ କରିଥଲେ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ଶିକ୍ଷକ ଶଙ୍କର ପଣ୍ଡା ଇ ଜୟମ୍ବର୍ ନାୟକ ପୋଲିସ୍ ପ୍ରଶାସନ ଦୁଆର ସୁରକ୍ଷା ବେବସ୍ତା କରଯାଇଥିଲା