କେନ୍ଦ୍ରାପଡା ମହାବିଦ୍ୟାଳୟ ୧୯୯୩ବ୍ୟାଚର ବନ୍ଧୁମିଳନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ମହାବିଦ୍ୟାଳୟ ୧୯୯୩ବ୍ୟାଚର କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସୁରେନ୍ଦ୍ର ନାଥ ଜେନାଙ୍କ ନେତୃତ୍ୱରେ ସ୍ଥାନୀୟ ଓଳାଶୁଣି ଗୁମ୍ଫାରେ ଅନୁଷ୍ଠିତ ଏହି ବନ୍ଧୁମିଳନ ଉତ୍ସବକୁ ଦାମୋଦର ପଣ୍ଡା, ହିମାଂଶୁ ରାଉତ, ଶାରଦା ସାହୁ, ବ୍ରଜ ଜେନା ପ୍ରମୁଖ ଆୟୋଜନ କରିଥିବା ବେଳେ ଏଥିରେ ବହୁ ପୁରାତନ ଛାତ୍ରଛାତ୍ରୀମାନେ ଯୋଗଦେଇ ସେମାନଙ୍କର ସେହି ଅତିତ କଲେଜ ଜୀବନର ଅଭୁଲା ସ୍ମୃତିକୁ ରୋମନ୍ଥନ କରିବା ସହିତ ସହପାଠୀମାନଙ୍କ ମଧ୍ୟରେ ଏଭଳି ସମ୍ପର୍କକୁ ଉଦଯିବିତ କରି ରଖିବାକୁ ପ୍ରତିବର୍ଷ ଏଭଳି କାର୍ଯ୍ୟକ୍ରମର ଆୟୋଜନ କରିବା ପାଇଁ ମତବ୍ୟକ୍ତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ