କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର : କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗରେ ସାମାଜିକ ଗଣମାଧ୍ୟମରେ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ ବରିଷ୍ଠ ରାଜନେତା ଭାଗବତ ପ୍ରସାଦ ମହାନ୍ତିଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଜଣେଇବା ସହ ଅମରଆତ୍ମାର ସଦଗତି କାମନା କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ