ଉତ୍ତରାଖଣ୍ଡରେ ଭୂମିକମ୍ପ

ଡେରାଡୁନ : ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୪। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ କେହି ମୃତାହତ ହୋଇନାହାନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ