କୃତି ଛାତ୍ରୀଙ୍କୁ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଡଃ. ଦେବେନ୍ଦ୍ର କୁମାର ଦାସଙ୍କୁ ମୁକୁନ୍ଦପୁର ପଞ୍ଚାୟତ ବିଦ୍ୟାପୀଠର ଛାତ୍ରୀ ସାଲୋନୀ ମହାନ୍ତିଙ୍କ ପିତାଙ୍କ ଅନୁରୋଧ କ୍ରମେ ଆଜି ସାଲୋନୀଙ୍କୁ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଡଃ. ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟର ସଂଯୋଜକ ପ୍ରଦିପ କୁମାର ମହାନ୍ତି ଓ ସମାଜସେବୀ ପ୍ରଫୁଲ୍ଲ ଦାସ ଆଜି ତାଙ୍କ ପବିତ୍ରପଡାସ୍ଥିତ ବାସଭବନରେ ପହଞ୍ଚି ସୁଶ୍ରୀ ମହାନ୍ତିଙ୍କୁ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ