ନିଆରା ଢଙ୍ଗରେ ଗଜଲକ୍ଷ୍ମୀ ପୂଜା ପାଳନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆଚାର୍ଯ୍ୟ ବିହାର ପରିଷଦ ଆନୁକୂଲ୍ୟରେ ମା ଗଜଲକ୍ଷ୍ମୀ ପୂଜା ସମିତି ପକ୍ଷରୁ ନିଆରା ଢଙ୍ଗରେ ଗଜଲକ୍ଷ୍ମୀ ପୂଜା ପାଳନ କରାଯାଇଛି । ଏହି ଅବସରରେ ସମିତି ପକ୍ଷରୁ ସଫେଇ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ