ଅନୈତିକ ସଂପର୍କ ମାମଲାରେ ଯୁବକ ଗିରଫ

ରାଇରଙ୍ଗପୁର,(ଯୁଗାବ୍ଦ ନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଅଂଚଳର ଜଣେ ଯୁବକ ବିବାହର ପ୍ରଲୋଭନ ଦେଖାଇ ଶାରିରୀକ ସଂପର୍କ ରଖିବା ଘଟଣାରେ ପିଡିତା ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତଙ୍କ ପରିଚୟ ଜିତେନ୍ଦ୍ର ମହାନ୍ତି ବୋଲି ଜଣାପଡିଛି । ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ ମହାନ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ