ଚକ୍ଷୁ ହସପିଟାଲ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ୱାଗତ ସମ୍ଭର୍ଦ୍ଧନା

ବ୍ରହ୍ମପୁର,(ଯୁଗାବ୍ଦ ନ୍ୟୁଜ୍‌): ଗଂଜାମ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଙ୍କୁ ସମଝୋଳସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟ ତରଫରୁ ସ୍ୱାଗତ ସମ୍ଭର୍ଦ୍ଧନା କରାଯାଇଛି । ଏହି ଅବସରରେ ଗଂଜାମ ଜିଲ୍ଲାପାଳ ବିଜୟ ଶ୍ରୀ ଅମୃତ କୁଲାଙ୍ଗେ, ଓ ଗଂଜାମ ଏସପି ବ୍ରିଜେଶ କୁମାର ରଏ ଉପସ୍ଥିତ ଥିଲେ । ସମ୍ବର୍ଦ୍ଧନା ହସପିଟାଲର ସିଇଓ କମାଣ୍ଡେଟ୍ ଅରବିନ୍ଦ ମହାନ୍ତି ଓ ଉପଦେଷ୍ଟା ବି . ଶ୍ରୀ ନିବାସ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ