ସଡକ ଦୁର୍ଘଟଣାରେ କାର ଚାଳକ ମୃତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡକ ଦୂର୍ଘଟଣା ଘଟିଛି । ସଡକ ଦୁର୍ଘଟଣାରେ ଜଣେ କାର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଜାତୀୟ ରାଜପଥ କଡରେ ଏକ ଟ୍ରକ ଛିଡା ହୋଇଥିବା ବେଳେ ପଛପଟୁ ଏକ କାର ଟ୍ରକକୁ ଧକ୍କା ଦେଇଥିଲା । ଫଳରେ କାର ଚାଳକଙ୍କ ମୃତ୍ୟୁ ହୋଇଛି ।ଏଥିସହ କାରରେ ବସି ଥିବା ୨ ଜଣ ଆହାତ ହୋଇଛନ୍ତି । ଆହାତ ମାନଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନା୍‌ନ୍ତରିତ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ